The Ultimate Managed Hosting Platform
ADVERTISEMENT

ନବ ଦାସଙ୍କ ଘରେ ଆଇଟି ରେଡ, ୨୦ରୁ ଅଧିକ ସ୍ଥାନରେ ଚଢାଉ

Facebook
Twitter
LinkedIn

ଝାରସୁଗୁଡା : ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ । ୨୦ରୁ ଅଧିକ ସ୍ଥାନରେ ଆୟକର ବିଭାଗର ଚଢାଉ । ଝାରସୁଗୁଡା, ସମ୍ବଲପୁର , ଭୁବନେଶ୍ୱରରେ ଆଇଟି ରେଡ । ଆୟକର ଫାଙ୍କିବା ଅଭିଯୋଗରେ ତନାଘନା । ବିଭିନ୍ନ ସ୍ଥାନରେ ଚଢାଉରେ ୨୦ ଟି୍ମ ସାମିଲ । ଅନ୍ୟପଟେ ସୁନ୍ଦରଗଡରେ ନବଙ୍କ ସହଯୋଗୀଙ୍କ ଘରେ ବି ଚଢାଉ । ନବ ଦାସଙ୍କ ସହଯୋଗୀ ସଂଜୟ ନନ୍ଦଙ୍କ ଘରେ ରେଡ । ସଂଜୟଙ୍କ ପରିବହନ ଅଫିସରେ ବି ଚଢାଉ । ନବ ଦାସଙ୍କ ବ୍ୟବସାୟୀକ ସହଯୋଗୀ ହେଉଛନ୍ତି ସଂଜୟ ନନ୍ଦ । ଭୋର ୫ ଟାରୁ ଚଢାଉ କରୁଛି ଆୟକର ବିଭାଗ । ୩ଟି ଅଫିସ ବନ୍ଦ ରହିଥିବା ବେଳେ ତାହା ପରେ ଚଢାଉ କରାଯିବ । ଦୀପାଳି ପୁରୀରୁ ଫେରିଲେ ଅଫିସରେ ଚଢାଉ କରାଯିବ ବୋଲି ସୂଚନା ମିଳିଛି । ଆୟକର ଫାଙ୍କିବା ଅଭିଯୋଗରେ ତନାଘନା କରୁଛି ଆୟକର ବିଭାଗ । ସୂଚନା ଯୋଗ୍ୟ ଜାନୁୟାରୀ ୧୭ ତାରିଖରେ ମଧ୍ୟ ନବଙ୍କ ବଡଭାଇ ବ୍ରଜ ଦାସଙ୍କ ଘରେ ଆୟକର ଥିବା ଅଭିଯୋଗରେ କରିଥିଲା ଆଇଟି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...