The Ultimate Managed Hosting Platform
ADVERTISEMENT

ନବ ଦାସଙ୍କ ଭାଇଙ୍କ ଘରେ ଆଇଟି ରେଡ

Facebook
Twitter
LinkedIn

ସମ୍ବଲପୁର : ସ୍ୱର୍ଗତ ନବ ଦାସଙ୍କ ଭାଇଙ୍କ ଘରେ ଆଇଟି ରେଡ । ସୁପରକ୍ଲାସ କଣ୍ଟ୍ରାକ୍ଟର ବ୍ରଜ କିଶୋର ଦାସଙ୍କ ଘରେ ଆଇଟି ରେଡ । ଭୁବନେଶ୍ୱର ଓ ଛତିଶଗଡ ଆୟକର ଟିମର ମିଳିତ ଚଢାଉ । ସମ୍ୱଲପୁର ଧନକଉଡା ନିକଟସ୍ଥ ଭଡା ଘରେ ରେଡ ଜାରି ରହିଛି । ୧୦ଟି ଗାଡିରେ ବାହାରୁ ଟିମ୍ ଆସି ରେଡ କରାଯାଉଥିବା ସୂଚନା ମିଳିଛି । କେବେଠୁ ବ୍ରଜ ଆୟକର ଟ୍ୟାକ୍ସ ଦେଉନଥିଲେ , ତାଙ୍କ ଉପରେ କେତେ ଟଙ୍କାର ବକେୟା ଟିକସ୍ ରହିଛି , କେବଳ ସମ୍ବଲପୁର କି ଅନ୍ୟ କେଉଁ ଠିକଣାରେ ରେଡ ଚାଲିଛି ସେସବୁ ଏଯାଏଁ ଜଣାପଡିନାହିଁ । ତେବେ ୧୦ଟି ଗାଡିରେ ଆୟକର ବିଭାଗର ଅଧିକାରୀମାନେ ଆସି ସକାଳ ୬ଟାରୁ ବ୍ରଜଙ୍କ ସମ୍ବଲପୁର ଘରେ ଯାଞ୍ଚ କରୁଥିବା ଜଣାପଡିଛି । ୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଥିଲା । ଏହା ଦ୍ବିତୀୟ ବାର ରେଡ୍ ହେଉଛି। ତେଣୁ ବ୍ରଜଙ୍କ ଉପରେ କିଛି ବଡ ଧରଣର ଅଭିଯୋଗ ରହିଥିବା ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login