The Ultimate Managed Hosting Platform
ADVERTISEMENT

ନବ ଦାସ ହତ୍ୟାର ଖୋଳତାଡ

Facebook
Twitter
LinkedIn

ଝାରସୁଗୁଡା : ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା । ଦ୍ୱିତୀୟ ପର୍ଯ୍ୟାର ଦ୍ୱିତୀୟ ଦିନରେ ଝାରସୁଗୁଡାରେ ତନାଘନା । ଝାରସୁଗୁଡା କୋର୍ଟରେ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସପି ବିଜୟ ମଲ୍ଲିକ । ଫାଇନାଲ ଚାର୍ଜସିଟ ଦାଖଲ କରିବା ନେଇ ଆଲୋଚନା । ଆଜି ଦ୍ୱିତୀୟ ଦିନରେ ଅତିରିକ୍ତ ଏସପି ବିଜୟ ମଲ୍ଲିକ ଝାରସୁଗୁଡ଼ା ଅତିରିକ୍ତ ଦୌରା ଜଜଙ୍କ କୋର୍ଟରେ ପହଞ୍ଚି ପବ୍ଲିକ ପ୍ରସିକ୍ୟୁଟରଙ୍କ ସହ ଦୀର୍ଘ ଅଧ ଘଣ୍ଟା ଧରି ଆଲୋଚନା କରିଛନ୍ତି। ବିଚାର ପ୍ରକ୍ରିୟାକୁ କିଭଳି ତ୍ୱରିତ କରାଯିବ, ଶୁଣାଣି ତାରିଖ ଶୀଘ୍ର ଶୀଘ୍ର ଆସିବ ସେନେଇ ପିପିଙ୍କ ସହ ବିସ୍ତୃତ ଆଲୋଚନା ହୋଇଥିବା ଶ୍ରୀ ମଲ୍ଲିକ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login