The Ultimate Managed Hosting Platform
ADVERTISEMENT

ନବ ଦାସ ହତ୍ୟା : ଚାର୍ଜ ସିଟ ଦାଖଲ

Facebook
Twitter
LinkedIn

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ ହୋଇଛି । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି । ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ ଟିମ୍ । ଜାନୁଆରୀ ୨୯ରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା ।
ତଦନ୍ତକାରୀ ଡିଏସପି ଅଧିକାରୀ କଲେ ଚାର୍ଜସିଟ୍ ଦାଖଲ । ତେବେ ଚାର୍ଜସିଟରେ କଣ ଉଲ୍ଲେଖ ରହିଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ବିଧାନସଭାରୁ ସଡକ ସବୁଠୁ ସରକାରଙ୍କୁ ଟାର୍ଗେଟ କରିଥିଲେ ବିରୋଧୀ । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login