The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନଭେମ୍ବର/ଡିସେମ୍ବରରେ ଓଡିଶା ଆସିବେ ରାହୁଲ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଓଡିଶା ଆସିବେ ରାହୁଲ ଗାନ୍ଧୀ । ଆସନ୍ତା ନଭେମ୍ବର କିମ୍ବା ଡିସେମ୍ବର ମାସରେ ଓଡିଶା ଆସିବେ ରାହୁଲ ଗାନ୍ଧି । ଏ ନେଇ ସୂଚନା ଦେଲେ ପିସିସି ସଭାପତି ଭକ୍ତ ଦାସ । ରାହୁଲ ଗାନ୍ଧୀଙ୍କର ରୋଡ ସୋ,ପଦଯାତ୍ରା ଓ ବିଭିନ୍ନ ସ୍ଥାନରେ ସଭା କାର୍ଯ୍ୟକ୍ରମ ରହିଛି । ଭୋଟ ଚୋରୀ , ନାରୀ ନିର୍ଯ୍ୟାତନା , ଓଡିଶା କାହିଁକି ଗରିବ ପ୍ରସଙ୍ଗ ଉଠାଇବେ । ଓଡିଶା ବାସୀଙ୍କର ସାହାଯ୍ୟ ଲୋଡିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login