The Ultimate Managed Hosting Platform
ADVERTISEMENT

ନାଁ ବଦଳାଇ ପାରନ୍ତି, ଭଲ ପାଇବା ନୁହେଁ-ନବୀନ

Facebook
Twitter
LinkedIn

ଭୁବନେଶ୍ୱର : ବିଜେପିକୁ ଟାର୍ଗେଟ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପଞ୍ଚାୟତିରାଜ ଦିବସ ପ୍ରସଙ୍ଗରେ ଟାର୍ଗେଟ କଲେ ନବୀନ । ବିଜେପି ଆସିବା ପରେ କ୍ରୀଡା ସମ୍ମାନ ନାଁ ବଦଳାଇବାକୁ ଚେଷ୍ଟା କଲେ । ଏବେ ବିମାନ ବନ୍ଦର ନାଁ ବଦଳାଇବାକୁ ଚେଷ୍ଟା କରୁଛନ୍ତି । ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ, ଦୋଷୀ ଧରାପଡି ନାହିଁ । ନାଁ ବଦଳାଇ ପାରନ୍ତି, ଲୋକଙ୍କ ଭଲପାଇବା ବଦଳାଇ ପାରିବେନି । ଏହା ବିଜେପିର କ୍ଷୁଦ୍ର ମନଭାବକୁ ପ୍ରକାଶ କରୁଛି । ଇତିହାସକୁ ବଦଳାଇବାକୁ କିଛି ବ୍ୟକ୍ତି ଚେଷ୍ଟା କରୁଛନ୍ତି । ସରକାର ଆସିବ ିଯବ , ବିଜୁ ବାବୁ ସର୍ବଦା ଲୋକଙ୍କ ହୃଦୟରେ ରହିବେ । ବିଜେପିକୁ ନବୀନ ପ୍ରଶ୍ନ କରିଛନ୍ତି ଯେ, ପାରାଦୀପ ପୋର୍ଟ ବନ୍ଦ କରିପାରିବେ କି ?ହାଲ୍, ଏନଟିପିସି, ଏନଆଇଟି ରାଉରକେଲା ବନ୍ଦ କରିପାରିବେ କି ?

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login