The Ultimate Managed Hosting Platform
ADVERTISEMENT

ନାଣ୍ଡୁ ଅପରାଧି ଚରିତ୍ରର ବ୍ୟକ୍ତି ; ଭକ୍ତ ଦାସ

Facebook
Twitter
LinkedIn

ଭୁବନେଶ୍ୱର : କଂଗ୍ରେସ ଭବନ ବାହାରେ ହାଇଡ୍ରାମାକୁ ନେଇ ପିସିସି ସଭାପତିଙ୍କ ସ୍ପଷ୍ଟ ମତ । ନାଣ୍ଡୁ ଧଳ ଜଣେ ଅପରାଧିକ ଚରିତ୍ରର ବ୍ୟକ୍ତି । ସେ କଂଗ୍ରେସର ସଦସ୍ୟ ହୋଇ ପାରିବେ ନାହିଁ । ସଦସ୍ୟତା ମଗାଯାଏ, ଛଡାଇକି ନିଆଯାଏ ନାହିଁ । ରାହୁଲ ଗାନ୍ଧିଙ୍କ ପାଖକୁ ଯଦି ଯାଇପାରିବେ ଯାଆନ୍ତୁ । ମୁଁ କଂଗ୍ରେସ ଅଧ୍ୟକ୍ଷ ଭାବେ କହୁଛି, ତାଙ୍କୁ ଗ୍ରହଣ କରାଯିବନି ।
ତେବେ କଂଗ୍ରେସ ଭବନ ବାହାରେ ଆଜି ହାଇଡ୍ରାମା ଦେଖିବାକୁ ମିଳିଥିଲା । ସାମିଲ ପାଇଁ ଆସି ଅନନ୍ତ ନାରାୟଣ ଓରଫ ନାଣ୍ଡୁ ଧଳ ହଟହଟ୍ଟା ହୋଇଥିଲେ । ତୁଳସୀ ଗଣନାଟ୍ୟ ମାଲିକ ନାଣ୍ଡୁ ଧଳ କଂଗ୍ରେସରେ ମିଶିବାକୁ ଆସିଥିବା ବେଳେ କଂଗ୍ରେସ ଭବନରେ ତାଲା ପଡିଥିଲା । ଅନ୍ୟପଟେ ପିସିସି ସଭାପତି ଭକ୍ତ ଦାସଙ୍କ ସହ କଥା ହୋଇଥିଲେ ବୋଲି କହିଥିଲେ ନାଣ୍ଡୁ ଧଳ । ନାଣ୍ଡୁ କହିଥିଲେ ଯେ କଂଗ୍ରେସ କାହାର ପୈତୃକ ସମ୍ପତ୍ତି ନୁହେଁ , କେହି ଅଟକାଇ ପାରିବେ ନାହିଁ । ମୁଁ ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login