The Ultimate Managed Hosting Platform
ADVERTISEMENT

ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ

Facebook
Twitter
LinkedIn

ସମ୍ବଲପୁର : ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗରେ ୩ ଜଣ ଅଟକ । ଯୁୁଯୁମରା ଥାନା ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ୩ ଜଣଙ୍କୁ ଉଠାଇ ନେଲା ପୋଲିସ, ଅନ୍ୟ ୨ ଜଣ ଫେରାର ସୂଚନା । ଖବର ଅନୁଯାୟୀ, ଯୁଯୁମୁରା ଥାନା ଅଞ୍ଚଳରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛନ୍ତି । ଏହି ଘଟଣାରେ ୫ ଜଣ ସଂପୃକ୍ତ ଥିବା ସୂଚନା ମିଳିଛି । ତେବେ ଅଭିଯୋଗ ପରେ ଯୁଯୁମୁରା ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି । ପୋଲିସ ତଦନ୍ତ କରି ୪ ଜଣଙ୍କୁ ଉଠାଇ ନେଇଥିବା ସୂଚନା ମିଳିଛି । ହେଲେ ବାକି ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଥିବା ସୂଚନା ମିଳିଛି । ଫେରାର ଥିବା ଅଭିଯୁକ୍ତ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login