କୋଣାର୍କ : ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ । ବଳଙ୍ଗା ଥାନା ବାୟାବର ଗାଁରେ ଅଭାବନୀୟ ଘଟଣା । ୩ ଜଣ ଦୁର୍ବତ୍ତ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ରହିଛି । ଗୁରୁତର ଅବସ୍ଥାରେ ନାବାଳିକା ଭୁବନେଶ୍ୱର ସ୍ଥାନାନ୍ତର । ଛାତ୍ରୀ ଜଣକ ଚାଲିଚାଲି ସାଙ୍ଗ ଘରକୁ ଯାଉଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଅଟକାଇ ନିଆଁ ଲଗାଇଦେଇଥିଲେ ।ଘଟଣାସ୍ଥଳରେ ବଳଙ୍ଗା ପୋଲିସର ତଦନ୍ତ ଜାରି ରହିଛି ।
Views: 34