The Ultimate Managed Hosting Platform
ADVERTISEMENT

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ

Facebook
Twitter
LinkedIn

କନ୍ଧମାଳ : ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଲେ ପୋକ୍ସୋ କୋର୍ଟ । ନ୍ଧମାଳ ଜିଲ୍ଲା ଫୁଲବାଣୀର ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଏବଂ ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ରାଜେଶ ଦାସ ଏହି ମାମଲାର ବିଚାର କରି ଏହି ରାୟ ଶୁଣାଇଛନ୍ତି । ପୀଡିତା ଓ ୧୭ ଜଣ ସାକ୍ଷୀଙ୍କ ବୟାନ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଅଭିଯୁକ୍ତ ଧନେଶ୍ଵର କହଁରକୁ ଦୋଷୀ ସାବ୍ୟସ୍ତ କରାଯାଇଛି ।
ତାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ୫ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରାଯାଇଛି । ଜରିମାନା ଅନାଦେୟ, ତାକୁ ଆଉ ଅଧିକ ୧୪ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ । ପୀଡିତାଙ୍କୁ କ୍ଷତି ପୂରଣ ବାବଦରେ ୭ ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଆଇନ ସେବା ପ୍ରାଧୀକରଣକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login