The Ultimate Managed Hosting Platform
ADVERTISEMENT

ନାମାଙ୍କନ ଭରିଲେ ନବରଙ୍ଗପୁର କଂଗ୍ରେସ ସାଂସଦ ପ୍ରାର୍ଥୀ ଭୁଜବଳ ମାଝୀ

Facebook
Twitter
LinkedIn

ଭୁବନେଶ୍ୱର : ନାମାଙ୍କନ ଦାଖଲର ପ୍ରଥମ ଦିନରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ନବରଙ୍ଗପୁର କଂଗ୍ରେସ ସାଂସଦ ପ୍ରାର୍ଥୀ ଭୁଜବଳ ମାଝୀ । ଭୁଜବଳ ମାଝୀ କଂଗ୍ରେସ ସମର୍ଥକଙ୍କ ସହ ଆସି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚଳିତ ନିର୍ବାଚନରେ କଂଗ୍ରେସ ଦଳ ଭୁଜବଳ ମାଝୀଙ୍କ ଉପରେ ଭରସା କରି ତାଙ୍କୁ ଟିକେଟ ପ୍ରଦାନ କରିଛି । ନାମାଙ୍କନ ଦାଖଲ ପରେ କହିଛନ୍ତି ଯେ, ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରିବ ଏବଂ ବିଜୟ ହାସଲ କରିବା ନେଇ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ସେପଟେ ଗଞ୍ଜାମ ଜିଲ୍ଲା ଚିକିଟି ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login