The Ultimate Managed Hosting Platform
ADVERTISEMENT

ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ

Facebook
Twitter
LinkedIn

ବ୍ରହ୍ମପୁର : ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ । ଏକ ହତ୍ୟା ମାମଲାରେ ଆଜୀବନ ଜେଲ ଦେଲେ ଏଡିଜେ-୩ କୋର୍ଟ । ୧୯୯୮ ମସିହାରେ ପୋଲିସ ଆରଆଇ ହତ୍ୟା ମାମଲାରେ ରାୟ । ନାରାୟଣଙ୍କ ସହ ମୋଟ ୧୩ ଜଣଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । ନାରାୟଣଙ୍କ ସମେତ ୧୩ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ତତ୍କାଳୀନ ଆରଆଇ ବିନୟ ମେହେରଙ୍କୁ ହତ୍ୟା ହୋଇଥିଲା । ଟାଟା ଜମି ଅଧିଗ୍ରହଣ ବେଳେ ପୋଲିସ ଓ ଜନତା ମୁହାଁମୁହିଁ ହୋଇଥିଲେ । ପୂର୍ବତନ ବିଧାୟକଙ୍କ ସମେତ ୨୨ଜଣଙ୍କ ନାଁରେ ମାମଲା ଥିଲା । ୨୨ଜଣଙ୍କ ମଧ୍ୟରୁ ୮ଜଣଙ୍କ ମୃତ୍ୟୁ ହୋଇ ସାରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login