The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନିଆଁରେ ପୋଡି ୨ ମହିଳା ମୃତ

Facebook
Twitter
LinkedIn

ବ୍ରହ୍ମପୁର : ନିଆଁରେ ପୋଡି ଗୁରୁତର ୨ ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ଭୁବନେଶ୍ୱର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ୨ ମହିଳାଙ୍କ ମୃତ୍ୟୁ । ଚିକିଟି କତୁରୁ ପଞ୍ଚାୟତ ବଡଚନ୍ଦନବାଡ ଗାଁର ୨ ପଡୋଶୀ ମହିଳାଙ୍କ ମୃତ୍ୟୁ । ୧ ତାରିଖରେ ଘରେ ରୋଷେଇ ବେଳେ ସିଲିଣ୍ଡର ଫାଟି ନିଆଁ ଲାଗିଥିଲା । ତେବେ ୨ ଜଣ ମହିଳାଙ୍କ ଜୀବନ ଯିବା ପରେ ପରିବାର ଲୋକେ ଦୁଃଖରେ ଭାଙ୍ଗିପଡିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login