The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଧାରଣାକୁ ବିଧାୟକଙ୍କ ସମର୍ଥନ

Facebook
Twitter
LinkedIn

ବଡ଼ଚଣା : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ବଡ଼ଚଣା ପକ୍ଷରୁ ୯ ଦିନ ଧରି ବଡ଼ଚଣା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ୟ୍ୟାଳୟ ଆଗରେ ଧାରଣା ଓ ପ୍ରତିବାଦ ସଭା ଚାଲୁ ରହିଛି ଓ ତିନି ଦଫା ଦାବି ନେଇ ଚାଲିଥିବା ଏହି ଧାରଣା ସ୍ଥଳରେ ଆଜି ବଡ଼ଚଣା ବିଧାୟକ ପହଞ୍ଚି ଶିକ୍ଷକ ମାନଙ୍କ ଦାବିକୁ ଯଥାର୍ଥ କହିବା ସହ ନୈତିକ ସମର୍ଥନ କରିଥିବା କହିଥିଲେ ଓ ତିନି ଦଫା ଦାବି ଗୁଡିକ ମଧ୍ୟରେ ରହିଛି କେନ୍ଦ୍ରୀୟ ହାରରେ ବେତନ, ପୁରୁଣା ପେନସନ, ଠିକା ଉଛେଦ, କଳା ଓ କ୍ରୀଡା ଶିକ୍ଷକଙ୍କୁ ନିୟମିତ କରିବା, ଏକ୍ସ କ୍ୟାଡ଼ରକୁ କ୍ୟାଡରଭୁକ୍ତ କରିବା ଆଦି ଓ ବଡ଼ଚଣା ବ୍ଲକର ସମସ୍ତ ସ୍କୁଲରୁ ଏନପିଏସ କ୍ୟାଡର ଶିକ୍ଷକ ଏହି ଧାରଣାରେ ଯୋଗ ଦେଇଥିଲେ ଓ ବିଧାୟକଙ୍କ ସମର୍ଥନ ପରେ ଶିକ୍ଷକଙ୍କ ମନରେ ନିଜ ଦାବି ପୂରଣ ନେଇ ଆଶା ଉଜ୍ଜୀବିତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login