The Ultimate Managed Hosting Platform
ADVERTISEMENT

ନିଜକୁ ଜାଳି ମାରିବା ଉଦ୍ୟମ !

Facebook
Twitter
LinkedIn

ଅନୁଗୁଳ : ପେଟ୍ରୋଲ ଢାଳି ମହିଳାଙ୍କ ଜୀବନ ହାରିବା ଉଦ୍ୟମ । କଣ୍ଟାବଣିଆ ଥାନା ମାଣପୁର ଗାଁରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ । ମହିଳାଙ୍କ ଶରୀରର ୭୦ ପ୍ରତିଶତ ପୋଡି ଯାଇଥିବା ସୂଚନା । ଅବସ୍ଥା ସଂକଟାପନ୍ନ ଥିବାରୁ ଅନୁଗୁଳରୁ କଟକ ସ୍ଥାନାନ୍ତର । ପାରିବାରିକ କଳହରୁ ମହିଳା ଜଣକ ଏପରି କରିଥିବା ସୂଚନା । ଗୁରୁତର ମହିଳା ହେଲେ ସାବିତ୍ରୀ ଗୋଚ୍ଛାୟତ । ତାଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login