The Ultimate Managed Hosting Platform
ADVERTISEMENT

ନିଟ ପିଜି ପରୀକ୍ଷାରେ ଅଲ ଇଣ୍ଡିଆ ଟପ୍ପର ହେଲେ ଓଡିଆ ପୁଅ

Facebook
Twitter
LinkedIn

କଟକ : ନ୍ୟାସନାଲ ବୋର୍ଡ ଅଫ୍ ଏକଜାମିନେସନ୍ ଇନ୍ ମେଡିକାଲ୍ ସାଇନ୍ସେସ ମଙ୍ଗଳବାର ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ ପୋଷ୍ଟଗ୍ରାଜୁଏଟ୍ (ନିଟ୍ ପିଜି ୨୦୨୫)ର ପରୀକ୍ଷା ଫଳ ଘୋଷଣା କରିଛି । ଏଥିରେ ଅଲ ଇଣ୍ଡିଆ ଟପ୍ପର ହେଇଛନ୍ତି ଝଉଈ ବଡ଼ ମେଡିକାଲ ଡାକ୍ତର ଛାତ୍ର ପୋଷନ ମହାପାତ୍ର । ଏଥିରେ ସେ ପ୍ରଥମ ସ୍ଥାନରେ ଅଛନ୍ତି । ପୋଷନ ମହାପାତ୍ର scb ବଡ଼ ମେଡିକାଲ କଲେଜରେ mbbs ସାରି ହାଉସ ସର୍ଜନ ଭାବେ କାର୍ୟ୍ୟରତ ଥିଲେ । ରୋଗୀ ସେବା କରିବା ସହ ସେ ନିଟ ପିଜି ପାଇଁ ନିଜକୁ ପ୍ରସ୍ତୁତ କରୁଥିଲେ । ସୂଚନାଯୋଗ୍ୟ ଯେ ନିଟ୍ ପିଜି ୨୦୨୫ ଚଳିତ ମାସ ୩ ତାରିଖରେ ହୋଇଥିଲା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ପରୀକ୍ଷା ଗୋଟିଏ ଥରରେ ଆୟୋଜନ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login