ଭୁବନେଶ୍ୱର : ସମୀକ୍ଷା ପରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସୂଚନା । ନିର୍ବାଚନ ପ୍ରସ୍ତୁତି ନେଇ ନିର୍ବାଚନ ଆୟୋଗଙ୍କ ପ୍ରେସମିଟ୍ । ଭାରତୀୟ ନିର୍ବାଚନ କମିଶନ କହିଲେ ଆମେ ନିର୍ବାଚନ ପାଇଁ ପ୍ରସ୍ତୁତ । ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ । ନିର୍ବାଚନ ପରିଚାଳନା ପାଇଁ ସମସ୍ତ ପ୍ରସ୍ତୁତି ପର୍ବ ସରିଯାଇଛି । ଭୋଟରଙ୍କୁ ଆହ୍ବାନ କଲେ ନିର୍ବାଚନ କମିଶନର । କହିଲେ ସମସ୍ତ ଭୋଟର ଆସନ୍ତୁ ଗଣତନ୍ତ୍ର ମହାପର୍ବରେ ସାମିଲ ହୁଅନ୍ତୁ ।
Views: 89











