October 6, 2024 1:16 am

The Ultimate Managed Hosting Platform
ADVERTISEMENT

ନିର୍ବାଚନ ଲଢିବେ ନାହିଁ ପ୍ରିୟଙ୍କା ଗାନ୍ଧୀ !

Facebook
Twitter
LinkedIn

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ଦୁଇଟି ହାଏପ୍ରୋଫାଇଲ ଆସନ ରାୟବରେଲି ଓ ଅମେଠିକୁ ନେଇ ଦ୍ବନ୍ଦ୍ବ ଦେଖା ଦେଇଛି। ବିଶେଷ ସୂତ୍ରରୁ ଜଣାପଡ଼ିଛି କି ପ୍ରିୟଙ୍କା ଗାନ୍ଧି ଲୋକସଭା ନିର୍ବାଚନ ଲଢ଼ିବେ ନାହିଁ। ସେ କେବଳ ନିର୍ବାଚନ ପ୍ରଚାର କରିବେ। ଏହି କ୍ରମରେ ରାହୁଲ ଗାନ୍ଧି ଅମେଠିରୁ ନା ରାୟବରେଲିରୁ ନିର୍ବାଚନ ଲଢ଼ିବେ ତାହା ଆସନ୍ତାକାଲିସ୍ଥିର ହେବ। ଏହାପୂର୍ବରୁ କୁହାଯାଉଥିଲା କି ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଅମେଠି ଓ ରାୟବରେଲି ଆସନର ପ୍ରାର୍ଥୀ ହୋଇ ନିର୍ବାଚନ ପଡ଼ିଆକୁ ଓହ୍ଲାଇବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିହତ

ଏନକାଉଣ୍ଟରରେ ୯ ମାଓବାଦୀ ନିପାତ

ମାଲକାନଗିରି : ଛତିଶଗଡରେ ବଡଧରଣର ମାଓ ବିରୋଧୀ ଅପରେସନ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ ସୂଚନା । ଛତିଶଗଡ ଦନ୍ତେୱାଡା ଜିଲ୍ଲାରେ ସୁରକ୍ଷା କର୍ମୀଙ୍କୁ...

ତ୍ରିପୁରାରେ ବନ୍ୟା ଓ ଭୂସ୍ଖଳନ, ୧୦ ଜଣଙ୍କର ଚାଲିଗଲା ଜୀବନ

ତେଲେଙ୍ଗାନା-ଆନ୍ଧ୍ରରେ ବର୍ଷା ବିତ୍ପାତ, ମୃତ୍ୟୁସଂଖ୍ୟା ଛୁଇଁଲା ୨୭

ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ଲଗାଣ ବର୍ଷା । ଫଳରେ ଚାରିଆଡେ ଜଳମଗ୍ନ ହୋଇ ନବନ୍ୟା ସ୍ଥିତି ସୃଷ୍ଟି କରିଛି। ଉଭୟ ରାଜ୍ୟରେ ବର୍ଷା ଏବଂ...

ADVERTISEMENT
ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଡାକ୍ତରଖାନାରୁ ବାହାରିବା ପୂର୍ବରୁ ଜଳିଗଲେ ଗର୍ଭବତୀ

ମାଲକାନଗିରି : ଡାକ୍ତରଖାନାରୁ ବାହାରିବା ପୂର୍ବରୁ ଜଳିଗଲେ ୭ ମାସର ଗର୍ଭବତୀ । ମାଲକାନଗିରି ଏମଭି-୯ ଗାଁର ମହିଳା ବିନିତା ମାଶ ଗତ ରବିବାର ଦିନ ସ୍ୱାସ୍ଥ୍ୟ...

Login