The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନିର୍ମାଣଧୀନ ବିଲ୍ଡିଂରୁ ଖସିଲା ଲିଫ୍ଟ, ୪ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ଖସିଲା ନିର୍ମାଣଧୀନ ବିଲ୍ଡିଂ । ଉତ୍ତରପ୍ରଦେଶର ଗ୍ରେଟର ନୋଏଡ଼ାରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଏକ ନିର୍ମାଣଧୀନ ବିଲ୍ଡିଂର ଲିଫ୍ଟ ଖସି ପଡ଼ିଛି । ଫଳରେ ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ଜଣା ପଡ଼ିଛି । ଏଭଳି ଘଟଣାକୁ ନେଇ ଚାଞ୍ଚଲ୍ୟ ଘେଲିଯାଇଛି । ଅନ୍ୟପଟେ ଏହି ଘଟଣାରେ ଅନେକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଛି । ବିସରଖ ଥାନା ଅଞ୍ଚଳରେ ଗୌର ସିଟି ନିକଟରେ ଆମ୍ରପାଲି ବିଲ୍ଡିଂର ନିର୍ମାଣ କାର୍ୟ୍ୟ ଚାଲିଛି । ଏହାରି ମଧ୍ୟରେ ଏହି ବିଲ୍ଡିଂର ଲିଫ୍ଟ ହଠାତ ଖସି ପଡ଼ିଥିଲା । ଘଟଣା ପରେ ଦୁର୍ଘଟଣାସ୍ଥଳରେ ଭିଡ଼ ଲାଗିଥିଲା । ଅନ୍ୟ ସ୍ଥାନରେ କାମ କରୁଥିବା ଶ୍ରମିକମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ । ଦୁର୍ଘଟଣାର ଖବର ସ୍ଥାନୀୟ ପୋଲିସକୁ ଦିଆଯାଇଥିଲା । ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ଡାକ୍ତରଙ୍କ ଏକ ଟିମ ଚିକିତ୍ସା କାର୍ୟ୍ୟରେ ନିୟୋଜିତ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login