The Ultimate Managed Hosting Platform
ADVERTISEMENT

ନିର୍ମାଣ ହେବ ନୂଆ ଲୋକସେବା ଭବନ

Facebook
Twitter
LinkedIn

ଭୁବନେଶ୍ୱର : ନିର୍ମାଣ ହେବ ନୂଆ ଲୋକସେବା ଭବନ । ଏ ନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି । ମାଷ୍ଟର ପ୍ଲାନ ପାଇଁ ସେତୁ ଓ ନିର୍ମାଣ ନିଗମକୁ ଦାୟିତ୍ୱ ଦିଆଯାଇଛି । ମାଷ୍ଟର ପ୍ଲାନ ଅନୁମୋଦନ ପରେ ହେବ ବ୍ୟୟ ଅଟକଳ । ବର୍ତ୍ତମାନର ଲୋକସେବା ଭବନ ୬୮ ବର୍ଷ ପୁରୁଣା ହୋଇଥିବା ବେଳେ ପାର୍କିଙ୍ଗ ସମସ୍ୟା ରହୁଥିବାରୁ ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଚିନ୍ତା କରିଛନ୍ତି ସରକାର । ବିଧାନସଭାରେ ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login