The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନିଶା ପାଲଟିଲା କାଳ , ସାନଭାଇର ତଣ୍ଟି ଚିପି ମାରିଦେଲା ବଡଭାଇ

Facebook
Twitter
LinkedIn

ବଲାଙ୍ଗୀର : ବଡଭାଇର ମାଡ଼ରେ ସାନଭାଇର ମୃତ୍ୟୁ । ନିଶାଶକ୍ତ ଅବସ୍ଥାରେ ଦୁଇ ଭାଇଙ୍କ ମାଡ଼ପିଟରୁ ସାନ ଭାଇର ମୃତ୍ୟୁ ହୋଇଛି । ଏପରି ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ରବିଦାସ ନଗରରେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁଯାୟୀ , ସାମାନ୍ୟ ଘଟଣାକୁ ନେଇ ଉଭୟ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ନିଶାସକ୍ତ ଅବସ୍ଥାରେ ପାଟିତୁଣ୍ଡ କରିବାରୁ ଉତ୍‌କ୍ଷିପ୍ତ ହୋଇ ସାନଭାଇର ତଣ୍ଟି ଚିପି ମାରିଦେଲା ବଡଭାଇ । ମୃତକ ହେଲେ ଯୋଶେଫ୍ ରୋହିଦାସ । ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ଟାଉନ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ଅଭିଯୁକ୍ତ ବଡ଼ଭାଇକୁ ଥାନାରେ ଅଟକ ରଖିଛି ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login