ଭୁବନେଶ୍ୱର : ‘ନିଶା ମୁକ୍ତ ଭାରତ’ ପାଇଁ ବିଶାଳ ଗଣଦୈାଡ । ଗଣଦୈାଡ ଶୁଭାରମ୍ବ କରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗଣଦୈାଡରେ ମନ୍ତ୍ରୀ , ନେତା, ଯୁବଗୋଷ୍ଠୀ, ଛାତ୍ରଛାତ୍ରୀ ସାମିଲ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ଦିନରେ ମହ ବାର୍ତ୍ତା ନେଇ ଗଣଦୈାଡ । ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ‘ନମୋ ଯୁବ ମାରାଥନ’ ଆୟୋଜିତ । ନିଶା ଠାରୁ ଯୁବପିଢିଙ୍କୁ ଦୂରେଇ ରଖିବା ପାଇଁ ସଚେତନତା ବାର୍ତ୍ତା । ଆଗରେ ଦୌଡ଼ିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, କ୍ରୀଡା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବିଧାୟକ ବାବୁ ସିଂ, ସିଦ୍ଧାନ୍ତ ମହପାତ୍ର ଓ ଅନ୍ୟାନ୍ୟ ବରିଷ୍ଠ ନେତା । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସାରା ଦେଶରେ ୭୫ ସହରରେ ଆୟୋଜନ ହୋଇଛି ଏହି ଗଣ ଦୌଡ କାର୍ୟ୍ୟକ୍ରମ । ଯୁବ ପିଢ଼ିକୁ ନିଶା ଠାରୁ ଦୂରେଇ ରଖିବା ,୨୦୪୭ ରେ ଯୁବକ ଙ୍କୁ ନେଇ ଶସକ୍ତ, ସମୃଦ୍ଧ ରାଜ୍ୟ ଓ ଦେଶ ଗଠନ ଦିଗରେ ସେମାନଙ୍କୁ ଆଗକୁ ନେବାକୁ ବାର୍ତ୍ତା ଦିଆଯାଇଛି । ଏହି ଦୌଡ଼ରେ ଯୁବ ପିଢ଼ିକୁ ସହ ୭୫ ବର୍ଷୀୟା ଉର୍ମିଳା ଦାସ ମଧ୍ୟ ଦୌଡ଼ିଛନ୍ତି ।
‘ନିଶା ମୁକ୍ତ ଭାରତ’ ଗଣଦୈାଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୩ ଦିନ ପରେ ରାଜ୍ୟକୁ ଫେରିବ ଶୀତ
ଭୁବନେଶ୍ୱର : ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା...
ରାସ୍ତା ମଝିରେ ଜଳିଗଲା ହାଇୱା
ଘଟଗାଁ : ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା...
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...











