The Ultimate Managed Hosting Platform
ADVERTISEMENT

ନିୟନ୍ତ୍ରଣକୁ ଆସିବ ଅବଢା ଦର

Facebook
Twitter
LinkedIn

ଭୁବନେଶ୍ୱର : ନିୟନ୍ତ୍ରଣକୁ ଆସିବ ଅବଢା ଦର । ଭକ୍ତ ମାନେ ଯେପରି କମ ଦାମରେ ମହାପ୍ରସାଦ କିଣିପାରିବେ ସେନେଇ ଗମ୍ଭୀରତାର ସହ ଚିନ୍ତା କରାଯାଉଛି । ଏ ନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଅବଢାର ଅହେତୁକ ଦରବୃଦ୍ଧି ନେଇ ଗତକାଲି ବିଧାନସଭାରେ ପ୍ରଶ୍ନ କରିଥିଲେ ପୁରୀ ବିଧାୟକ ସୁନୀଲ ମହାନ୍ତି । ଶୁଦ୍ଧ ଘିଅ ବ୍ୟବହାର ପାଇଁ କୁହାଯିବା ପରେ ଯେଉଁ ସମସ୍ୟା ହୋଇଛି, କିଭଳି ସେଥିରେ ସମତୁଲତା ଆସିବ ଏବଂ ମହାପ୍ରସାଦ ଦର ଠିକ୍ ଠାକ୍ ରହିବ, ସେନେଇ ନିଷ୍ପତ୍ତି ନିଆଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login