The Ultimate Managed Hosting Platform
ADVERTISEMENT

ନିୟନ୍ତ୍ରଣ ବାହାରେ ଶ୍ରୀଲଙ୍କାର ଆର୍ଥିକ ବ୍ୟବସ୍ଥା

Facebook
Twitter
LinkedIn

ଶ୍ରୀଲଙ୍କାର ଅର୍ଥ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଷୁଡି ଯାଇଛି । ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହୋଇ ଚାଲିଛି, ଫଳରେ ପେଟ୍ରୋଲିୟମ୍ ଏବଂ ଖାଦ୍ୟ ଭଳି ଆବଶ୍ୟକ ସାମଗ୍ରୀ ଆମଦାନୀ ହୋଇ ପାରୁନି । ସାରା ଦେଶରେ ଦରଦାମ ନିୟନ୍ତ୍ରଣ ବାହାରକୁ ଚାଲି ଯାଇଛି । ମୁଦ୍ରାସ୍ଫୀତି ୧୭ପ୍ରତିଶତ ଟପି ଯାଇଛି ।

ଋଣ ଭାରରେ ବୁଡି ଯାଇଛି ଦେଶ । ଶ୍ରୀଲଙ୍କା ମୁଦ୍ରା ଡଲାର ତୁଳନାରେ ଅତ୍ୟନ୍ତ ଦୁର୍ବଳ ହୋଇ ପଡିଛି । ସାରା ଦେଶରେ ୧୨ରୁ ୧୩ ଘଣ୍ଟା ବିଦ୍ୟୁତ୍ କାଟ୍ ହେଉଛି । ଚାଉଳ କିଲୋ ୫ ଶହ ଟଙ୍କାରେ ପହଂଚିଛି । ଚିନି କିଲୋ ୨୯୦ ଟଙ୍କାରେ ମିଳୁଛି । ଶହେ ଟଙ୍କା ଦେଲେ ମିଳୁଛି ଗୋଟେ କପ୍ ଚା’ । ପେଟ୍ରୋଲ, ଡିଜେଲ୍ ମିଳୁନି । ଏଲପିଜି ସିଲିଣ୍ଡର ଦାମ୍ ୪ ହଜାର ୧୧୯ ଟଙ୍କା ।ସାରା ଦେଶରେ ରାଷ୍ଟ୍ରପତି ରାଜପକ୍ଷେ ଏମରଜେନସୀ ଲାଗୁ କରିଛନ୍ତି । ଶ୍ରୀଲଙ୍କାର ଏହି ସ୍ଥିତି ପାଇଁ ଦାୟୀ – ସରକାରୀ ଅର୍ଥର କୁପରିଚାଳନା ଏବଂ ଟିକସ ଛାଡ ଭଳି କିଛି ନିଷ୍ପତ୍ତି । ସରକାରଙ୍କ କିଛି ମାଗଣା ସ୍କିମ୍ ଏବେ ବୁମେରାଂ ପାଲଟିଛି । ଶ୍ରୀଲଙ୍କାର ଏଭଳି ଗମ୍ଭୀର ସ୍ଥିତି ଅନ୍ୟ ଦେଶ ପାଇଁ ବଜାଇଛି ସତର୍କଘଣ୍ଟି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login