ବ୍ୟୁରୋ : ପଇଡ ପାଣି ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଏଥିରେ ଆଣ୍ଟି ଆକ୍ସିଡେଣ୍ଟ, ଭିଟାମିନ ସି, ଏନଜାଇମ, ବି କୋମ୍ପେଲକ୍ସ ଠାରୁ ମଧ୍ୟ ଅନେକ ପୋଷକ ତତ୍ତ୍ବ ଭରପୂର ମାତ୍ରାରେ ରହିଥାଏ । କେବଳ ଗରମ ଦିନରେ ନୁହେଁ ବରଂ ସବୁ ସମୟରେ ଏହାର ସେବନ ଲାଭଦାୟକ ହୋଇଥାଏ । ପଇଡ ପାଣି ଦ୍ବାରା ହାଇପରଟେନସନର ଚିନ୍ତା ଦୂର ହୋଇଥାଏ । ଯାହାଦ୍ବାରା ରକ୍ତଚାପକୁ ନିୟନ୍ତ୍ରଣ କରାଯାଇଥାଏ । ମୁଣ୍ଡବ୍ୟଥା ଏବଂ ମାଇଗ୍ରେନର କଷ୍ଟରୁ ମୁକ୍ତି ପାଇବା ପାଇଁ ପଇଡ ପାଣି ଫଳପ୍ରଦ ହୋଇଥାଏ । ଏଥିରେ ଭରି ରହିଥିବା ମ୍ୟାଗ୍ନେସିୟମ କଷ୍ଟରୁ ମୁକ୍ତି ଦେବାରେ ସାହାଯ୍ୟ କରିଥାଏ।
ପଇଡ ପାଣି ପୋଷକ ତତ୍ତ୍ବ ଏବଂ ପ୍ରାକ୍ରୁତିକ ଲକ୍ଷଣଯୁକ୍ତ ପଦାର୍ଥ । ଗର୍ଭବତୀ ମହିଳାଙ୍କର ପୋଷଣରେ ଜଡିତ ଅନେକ ଆବଶ୍ୟକକୁ ପୁରା କରିବାରେ ଏହା ବହୁତ ଲାଭଦାୟକ ହୋଇଥାଏ । ଏହା ପିଇବା ଦ୍ବାରା ୟୁରିନ ଇନଫେକସନ ଭଳି ଚିନ୍ତାକୁ ଦୂର କରିଥାଏ । ପ୍ରତିରୋଧକ କ୍ଷମତାକୁ ମଜବୁତ କରିବାରେ ମଧ୍ୟ ସାହାଯ୍ୟ କରେ ।
ଯଦି ଆପଣଙ୍କର କେଶ ଝଡୁଥାଏ, ତେବେ ପଇଡ ପାଣି ପିଅନ୍ତୁ । ଏଥିରେ ଭିଟାମିନ ଏବଂ ଆଇରନ ରହିଥାଏ ଯାହା କେଶକୁ ବଢ଼ାଇବା ସହିତ କେଶ ଝଡିବା କମ୍ କରିଥାଏ ।
ନିୟମିତ ପଇଡ ପାଣି ପିଇବାର ଫାଇଦା ଜାଣନ୍ତୁ…..
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











