The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକଙ୍କ କଡା ଟିପ୍ପଣୀ ; ମୋବାଇଲ ନେଲେ ଫୈାଜଦାରୀ ମାମଲା

Facebook
Twitter
LinkedIn

ପୁରୀ : ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକଙ୍କ କଡା ଟିପ୍ପଣୀ । ଘୋଷଯାତ୍ରା ବେଳେ ଅଣସେବାୟତ ରଥ ଉପରକୁ ଚଢି ପାରିବେନି । କୈାଣସି ପ୍ରକାର ଅନଧିକୃତ କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ହେବ । ସମସ୍ତଙ୍କୁ ରଥ ଉପରେ ମୋବାଇଲ ବାରଣ କରାଯାଇଛି । ଏଣିକି କେବଳ ମୋବାଇଲ ସିଜ ନୁହେଁ , ଫୈାଜଦାରୀ ମାମଲା ହେବ । ରଥଯାତ୍ରାରେ କିଛି କଡା ନିୟମ କାର୍ୟ୍ୟକାରୀ କରାଯିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ । ରଥକୁ ମୋବାଇଲ ନେଲେ ଫୌଜଦାରୀ ମାମଲା ରୁଜୁ ହେବ ବୋଲି କୁହାଯାଇଛି । ତେଣୁ ଏସନ ରଥ ଉପରକୁ ସେବାୟତ ନେଇପାରିବେନି ମୋବାଇଲ ଫୋନ୍ । ରଥ ଉପରକୁ ମୋବାଇଲ ନେଲେ ଫୌଜଦାରୀ ମାମଲା ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login