The Ultimate Managed Hosting Platform
ADVERTISEMENT

ନୂଆପଡାରେ କଲରାପତରିଆ ବାଘର ଆତଙ୍କ

Facebook
Twitter
LinkedIn

ନୂଆପଡା : ନୂଆପଡା ଜିଲ୍ଲାର ସର୍ଗୀମୁଣ୍ଡା ଗାଁରେ କଲରାପତରିଆ ବାଘ ଆତଙ୍କ । ଗତ ରାତିରେ ସର୍ଗିମୁଣ୍ଡା ଗାଁର ବେଦବର ମାଝୀଙ୍କ ଗୁହାଳରେ କଲରାପତରିଆ ବାଘ ପଶି ୧୫ଟି ମେଣ୍ଢାକୁ ଟାଣି ନେଇ ମାରି ଖାଇଥିବା ଅଭିଯୋଗ ହୋଇଛି । ଖବରପାଇ ଆଜି ସକାଳୁ ଖଡ଼ିଆଳ ବନବିଭାଗର ରେଞ୍ଜର ଜୟଦେବ ମାଝିଙ୍କ ସମେତ ବନବିଭାଗ ଏକ ଟିମ ଘଟଣାସ୍ଥଳରେ ପହଁଚି ୧୫ଟି ମେଣ୍ଢାର ମୃତଦେହ ଉଦ୍ଧାର କରାଯାଇଛି । ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ମୃତ ମେଣ୍ଢାଗୁଡ଼ିକର ପୋଷ୍ଟମର୍ଟମ କରାଯାଉଛି । ବନବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଟ୍ରାକ କ୍ୟାମେରା ଲଗାଯାଇ ବାଘର ଗତିବିଧି ଉପରେ ନଜର ରଖାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login