The Ultimate Managed Hosting Platform
ADVERTISEMENT

ନୂଆପଡାରେ ବିଜେପିର ଶକ୍ତି ପ୍ରଦର୍ଶନ

Facebook
Twitter
LinkedIn

ନୂଆପଡା : ନୂଆପଡାରେ ବିଜେପିର ଶକ୍ତି ପ୍ରଦର୍ଶନ । ମୁଖ୍ୟମନ୍ତ୍ରୀ, ସଭାପତି ସାମିଲ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରିପରିଷଦର ଏକାଧିକ ମନ୍ତ୍ରୀ ଉପସ୍ଥିତ । ବିଜେପିରେ ସାମିଲ ହୋଇଥବା ଲମ୍ବୋଧର ନିଆଲ ମଧ୍ୟ ଉପସ୍ଥିତ । ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ ମଧ୍ୟ ସଭାମଞ୍ଚରେ ବସିଲେ । ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ପାଇଁ ନେଲେ ସଂକଳ୍ପ । କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ,ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ମନ୍ତ୍ରୀ,ସାଂସଦ ଓ ବିଧାୟକମାନେ ଉପସ୍ଥିତ ଅଛନ୍ତି । ଏହି ଅବସରରେ ବିଜେଡ଼ିର ଟାଣୁଆ ନେତା ଲମ୍ବୋଦର ନିଆଲ ଓ ତାଙ୍କ ସମର୍ଥକମାନେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ । ଆସନ୍ତା ୧୮ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ଜୟ ଢୋଲକିଆ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login