The Ultimate Managed Hosting Platform
ADVERTISEMENT

ନୂଆପଡାରେ ୫୬ଟି ନୂଆ ମତଦାନ କେନ୍ଦ୍ର

Facebook
Twitter
LinkedIn

ନୂଆପଡା : ନୂଆପଡାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର । ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ର ନାମ ପରିବର୍ତ୍ତନ କରାଯାଇଛି । ସେପ୍ଟେମ୍ବର ୧୫କୁ ଯୋଗ୍ୟତା ତାରିଖ ଭାବେ ରଖି ଚିଠା ଭୋଟର ତାଲିକା ପ୍ରସ୍ତୁତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login