The Ultimate Managed Hosting Platform
ADVERTISEMENT

ନୂଆପଡା ଉପନିର୍ବାଚନ ; କଂଗ୍ରେସରୁ ଘାସିରାମ ପ୍ରାର୍ଥୀ, ଏଆଇସିସିଙ୍କୁ ଜଣାଇଲେ ଧନ୍ୟବାଦ

Facebook
Twitter
LinkedIn

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ଘାସିରାମ ମାଝୀଙ୍କ ଉପରେ ମୋହର ମାରିଛି । ଏଆଇସିସିର ଶୀର୍ଷ ନେତୃତ୍ଵବୃନ୍ଦଙ୍କ ସମେତ ପିସିସି ସଭାପତିଙ୍କୁ କୃତଜ୍ଞତା ଜଣାଇବା ସହ ଆଗାମୀ ନିର୍ବାଚନରେ କଂଗ୍ରେସ ନିଶ୍ଚିତ ଜିତିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି । ସେହିଭଳି ପିସିସି ସଭାପତି ଭକ୍ତ ଚରଣ ଦାସ ନୂଆପଡ଼ାରେ କଂଗ୍ରେସ ଜଣେ ଟାଣୁଆ ଆଦିବାସୀ ନେତା ଘାସିରାମ ମାଝିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବୋଲି ନିଜର ପ୍ରତିକ୍ରିୟାରେ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login