The Ultimate Managed Hosting Platform
ADVERTISEMENT

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ

Facebook
Twitter
LinkedIn

ପୁରୀ : ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ । ଜାନୁଆରୀ ୧ ତାରିଖରେ ଧାଡି ଦର୍ଶନ ବ୍ୟବସ୍ଥା କରାଯିବ । ଏଥିପାଇଁ ୨୭ ଏବଂ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କାର୍ଯ୍ୟକାରୀ ହେବ । ଡିସେମ୍ବର ୩୦ ଓ ୩୧ ତାରିଖରେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନ ହେବ । ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱରାଜ ହରିଚନ୍ଦନ । ସେହିରପି ଜାନୁଆରୀ ୧ରୁ ନିୟମିତ ହେବ ଧାଡି ଦର୍ଶନ । ସାତପାହାଚ ଦ୍ୱାର ଦେଇ ପ୍ରବେଶ , ଘଣ୍ଟି ଓ ଗାରଦ ଦ୍ୱାର ଦେଇ ପ୍ରସ୍ଥାନ କରାଯିବ । ଘଣ୍ଟି ଦ୍ୱାରରେ ମହିଳା ଓ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷ ମାନେ ବାହାରିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login