The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନେତାଜୀ ବସ ଟର୍ମିନାଲ ଲୋକାର୍ପିତ

Facebook
Twitter
LinkedIn

କଟକ : କଟକ ନେତାଜୀ ବସ ଟର୍ମିନାଲ ଲୋକାର୍ପିତ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୯୦ କୋଟି ଟଙ୍କାରେ ନିର୍ମାଣ ହୋଇଛି ବସ ଟର୍ମିନାଲ । ଟର୍ମିନାଲ ରହିଛି ଅତ୍ୟାଧୁନିକ ଆହାର କେନ୍ଦ୍ର , ମିଶନ ଶକ୍ତି କାଫେ , ଏଟିଏମ, ଡର୍ମିଟୋରୀ, ମୋବାଇଲ ଚାର୍ଜି ପଏଣ୍ଟ ବି ରହିଛି । ଉଦ୍ଘାଟନ କରିବା ପରେ ସେ ବସ୍ ଟର୍ମିନାଲ ବୁଲି ଦେଖିଛନ୍ତି। ନେତାଜୀ ବସ ଟର୍ମିନାଲରୁ ପ୍ରଥମେ ପୁରୀ, ନବରଙ୍ଗପୁର ଓ ରାୟଗଡାକୁ ଯାତ୍ରୀବାହୀ ବସ୍ ଗଡ଼ିଛି। ବସ୍ ଟର୍ମିନାଲରେ ୫୨ଟି ଦୂରଗାମୀ ରାତ୍ରିକାଳୀନ ବସ ରହିବାର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏଥିସହ ୨୦ଟି ‘ମୋ ବସ୍’ ସହ ମୋଟ ୧୯୧ଟି ବସ୍ ମଧ୍ୟ ରହଣୀର ସୁବିଧା ରହିଛି।
() ଗାଧୋଇବାକୁ ଯାଇ ଭାସିଗଲେ ୨ ସାଙ୍ଗ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login