The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନେସନାଲ ଲିଗାଲ ସର୍ଭିସ ଦିବସ ପାଳିତ।

Facebook
Twitter
LinkedIn

ଆଜି ନେସନାଲ ଲିଗାଲ ସର୍ଭିସ ଦିବସ ଉପଲକ୍ଷେ, ବସ୍ତା ଡାକବଙ୍ଗଳା ସଭାଗୃହରେ ଆଜି ନେସନାଲ ଲିଗାଲ ସର୍ଭିସ ଦିବସ ପାଳିତ ହୋଇ ଯାଇଅଛି। ଏହି କାର୍ଯ୍ୟକ୍ରମରେ ବସ୍ତା ଜେଏମଏଫସି କୋର୍ଟ ର ବିଚାରପତି ଗାୟତ୍ରୀ ମିଶ୍ର, ବସ୍ତା ଏସଡିପିଓ ଜଳନ୍ଧର ଜାଲି, ବସ୍ତା ଥାନା ଅଧିକାରି ବାରିଣି ଦାସ, ସିଂଲା ଥାନା ଅଧିକାରି ସଚିନ୍ଦ୍ର ମହାଳିକ ଓ ବାଲିଆପାଳ ଥାନାର ସବ ଇନସପେକଟର ସସ୍ମିତା ମଲ୍ଲିକ, ବସ୍ତା କୋର୍ଟ ର ଅଧିକାରୀ, ବାରର ପୂର୍ବତନ ସମ୍ପାଦକ ଗୌରହରି ବେହେରା ,ବର୍ତ୍ତମାନର ସମ୍ପାଦକ ଗୌତମ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଜନ ସାଧାଧାରଣକୁ ଲିଗାଲ ସେବା ବାବଦରେ ଅବଗତ କରାଇବା ସହିତ ଏହାର ସୁବିଧା ସୁଯୋଗ ବିଷୟର ଆଲୋକ ପାତ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ କୋର୍ଟର ସମସ୍ତ ଆଇନଜୀବୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login