The Ultimate Managed Hosting Platform
ADVERTISEMENT

ନୟାଗଡରେ ସର୍ବାଧିକ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ୧୦ ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ୨୪ ଘଣ୍ଟାରେ ନୟାଗଡରେ ସର୍ବାଧିକ ୧୫୩.୩ ମିମି ବର୍ଷା ରେକର୍ଡ ହୋଇଛି । ଖୋର୍ଦ୍ଧା ବୋଲଗଡରେ ୧୨୮ ମିମି , ବାଙ୍କୀରେ ୯୩ ମିମି ବର୍ଷା ରେକର୍ଡ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

ADVERTISEMENT

Login