The Ultimate Managed Hosting Platform
ADVERTISEMENT

ନୟାଗଡରେ ସର୍ବାଧିକ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ୧୦ ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ୨୪ ଘଣ୍ଟାରେ ନୟାଗଡରେ ସର୍ବାଧିକ ୧୫୩.୩ ମିମି ବର୍ଷା ରେକର୍ଡ ହୋଇଛି । ଖୋର୍ଦ୍ଧା ବୋଲଗଡରେ ୧୨୮ ମିମି , ବାଙ୍କୀରେ ୯୩ ମିମି ବର୍ଷା ରେକର୍ଡ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login