The Ultimate Managed Hosting Platform
ADVERTISEMENT

ପଥର ଧସି ରାସ୍ତା ବନ୍ଦ

Facebook
Twitter
LinkedIn

ପାରଳାଖେମୁଣ୍ଡି : ଲଗାଣ ବର୍ଷାରେ ପଥର ଧସି ରାସ୍ତା ବନ୍ଦ । ଗୁମ୍ମା ବ୍ଲକ କୁଜାସିଂରୁ ଅଜୟଗଡ ରାସ୍ତା ବନ୍ଦ , ଯାତାୟାତ ବାଧା ପ୍ରାପ୍ତ । କୁଜାସିଂ ପଞ୍ଚାୟତର ୩ ଟି ଗାଁକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ ହୋଇଯାଇଛି । ପାହାଡରୁ ବଡ଼ ବଡ଼ ପଥର ଓ ମାଟି ତଳକୁ ଖସି ଆସି ରାସ୍ତାରେ ପଡ଼ିଥିଲା । କୁଜାସିଂ ଠାରୁ ଅଜୟଗଡ ଯିବା ନିମନ୍ତେ ଏହା ମୁଖ୍ୟ ରାସ୍ତା ଅଟେ । ଏହି ରାସ୍ତା ଉପରେ ୩ ଟି ଗାଁର ଲୋକମାନେ ସମ୍ପୂର୍ଣ ନିର୍ଭର ଥିବା ବେଳେ ସେମାନଙ୍କ ପାଇଁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି । ଗୁମ୍ମା ବ୍ଳକର କିଛି ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତାରୁ ପଥର ହଟାଇ ଯାତାୟାତ ସ୍ବାଭାବିକ କରିବା ସୂଚନା ମିଳିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login