The Ultimate Managed Hosting Platform
ADVERTISEMENT

ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ ହୋଇଛି । ୯୧ ବର୍ଷ ବୟସରେ ଆଖି ବୁଜିଲେ ପଦ୍ମଶ୍ରୀ ବିନୋଦ ପଶାୟତ । ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ଥିଲେ । ୨୦୨୪ ମସିହାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ବିନୋଦ ପଶାୟତଙ୍କ ଜନ୍ମ ୧୯୩୫ ମସିହା ବଲାଙ୍ଗୀର ସହରର ଟିକରାପଡ଼ାଠାରେ ହୋଇଥିଲା । ୧୯୫୩ ମସିହାରେ ସେ ସମ୍ବଲପୁର ଆସି ଏହିଠାରେ ରହି ଯାଇଥିଲେ । ପଶାୟତ ଅଲ ଇଣ୍ଡିଆ ରେଡ଼ିଓ ଓ ଦୂରଦର୍ଶନର ଜଣେ ସ୍ବୀକୃତିପ୍ରାପ୍ତ କଳାକାର ଥିଲେ । ଏଠାରୁ ସେ ପରିଚୟ ଓ଼ ପ୍ରସିଦ୍ଧି ପାଇଥିବା କହିଛନ୍ତି । “ହାଏ କୃଷ୍ଣ ହାଏ କୃଷ୍ଣ ” ସମ୍ବଲପୁରୀ ଭଜନ ରଚନା କରି ସେ ଖୁବ୍ ଖ୍ୟାତିଅର୍ଜନ କରିଥିଲେ । ଏହି ଭଜନ ତାଙ୍କୁ ବେଶ୍ ପ୍ରସିଦ୍ଧି ଦେଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login