The Ultimate Managed Hosting Platform
ADVERTISEMENT

ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ

Facebook
Twitter
LinkedIn

ଭୁବନେଶ୍ୱର : ବିଜେପିରେ ସାମିଲ ହେଲେ ଗାପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଜେପି ଦଳୀୟ କାର୍ୟ୍ୟାଳୟକୁ ଆସି ସାମିଲ ହେଲେ ପ୍ରଦୀପ। ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ମିଶିଲେ ପ୍ରଦୀପ।ଦୀର୍ଘ ଦିନ ହେବ ପ୍ରଦୀପ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା । ଏପରିକି ଗତ କିଛି ଦିନ ତଳେ ପ୍ରଦୀପଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ ମନମୋହନ ସାମଲ । ସେବେଠାରୁ ପ୍ରଦୀପ ବିଜେପିକୁ ଆସିବା ନେଇ ସଂକେତ ମିଳୁଥିଲା ।ଏହାପୂର୍ବରୁ ପ୍ରଦୀପ ପାଣିଗ୍ରାହୀ ଜନବିରୋଧୀ କାର୍ୟ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ । ବିଜେଡିରୁ ବହିଷ୍କୃତ ହେବା ପରେ ରାଜ୍ୟ ସରକାରଙ୍କୁ ଅନେକ ସମୟରେ ଟାର୍ଗେଟ କରୁଥିଲେ ପ୍ରଦୀପ ପାଣିଗ୍ରାହୀ । ବିଜେପିରେ ସାମିଲ ହେବା ପରେ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ଶ୍ରେଷ୍ଠ ଭାରତ ଓ ଶ୍ରେଷ୍ଠ ଓଡ଼ିଶା ଗଠନ ପାଇଁ ସମୟ ଆସିଛି । ଏବେ ସମୟ ପରିବର୍ତ୍ତନର, ସଜାଗର ସମୟ, ସୁଦୃଢ ଓଡ଼ିଶା ଓ ଭାରତ ଗଠନ କରିବାର ସମୟ । ବିଜେପିକୁ ଗୋଟିଏ ଥର ପାଇଁ ବିଜେପିକୁ ସୁଯୋଗ ଦେବାକୁ ଅପିଲ କରିଛନ୍ତି ପ୍ରଦୀପ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login