The Ultimate Managed Hosting Platform
ADVERTISEMENT

ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର

Facebook
Twitter
LinkedIn

ଭୁବନେଶ୍ୱର : ସକାଳେ ବିଜେଡିରୁ ଇସ୍ତଫା ଗ୍ୱିପ୍ରହରେ ବିଜେପିରେ ଯୋଗଦାନ । ଆଜି ସକାଳ ପାଖାପାଖି ୧୦ଟା ୬ ମିନିଟ ସମୟରେ ଉତ୍ତର ଭୂବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜେଡି ଛାଡ଼ିଥିଲେ। ମାତ୍ର ୨ ଘଣ୍ଟା ଭିତରେ ପରେ ରାଜ୍ୟ ବିଜେପି କାର୍ୟ୍ୟାଳୟକୁ ଯାଇ ବିଜେପିରେ ସାମିଲ ହୋଇଛନ୍ତି।
ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ରାଜ୍ୟ ନିର୍ବାଚନ ପ୍ରଭାରୀ, ସଭାପତି ମନମୋହନ ସାମଲ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ, ପୂର୍ବତନ ବିଧାୟକ ପ୍ରଶାନ୍ତ ଜବଦ୍ଦେବ ଓ ବରିଷ୍ଠ ନେତା ସଜ୍ଜନ ଶର୍ମାଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି। ଉତ୍ତର ଭୂବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ବିଜେଡିରେ ତାଙ୍କୁ ଉଚିତ ସମ୍ମାନ ନମିଳିବାରୁ ସେ ବାଧ୍ୟ ହୋଇ ଦଳ ଛାଡିଥିବା କହିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login