The Ultimate Managed Hosting Platform
ADVERTISEMENT

ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ବର : ଆଜି ପବିତ୍ର ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ। ଏହା ମୁଖ୍ୟତଃ ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ ଓଡ଼ିଶାର ପୂରପଲ୍ଲୀରେ କୃଷକମାନେ ଏହାକୁ ବେଶ୍ ଆନନ୍ଦ ଓ ଉତ୍ସାହର ସହ ପାଳନ କରିଥାନ୍ତି। ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ‘ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ । ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।’

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login