The Ultimate Managed Hosting Platform
ADVERTISEMENT

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

Facebook
Twitter
LinkedIn

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ । ଅଭିଯୁକ୍ତ ସ୍ୱାମୀ ଫେରାର ଥିବା ବେଳେ ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି । ସ୍ୱାମୀକୁ ଖୋଜୁଛି ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login