The Ultimate Managed Hosting Platform
ADVERTISEMENT

ପରଲୋକରେ ନିରଞ୍ଜନ ରଥ, ‘ସମାଜ’ର ପୂର୍ବତନ ସମ୍ପାଦକ ଥିଲେ

Facebook
Twitter
LinkedIn

ଭୁବନେଶ୍ୱର :ଦୈନିକ ‘ସମାଜ’ର ପୂର୍ବତନ ସମ୍ପାଦକ ନିରଞ୍ଜନ ରଥଙ୍କ ପରଲୋକ । ୭୮ ବୟସରେ କଟକର ଘରୋଇ ହସ୍ପିଟାଲରେ ପରଲୋକ ।ଗତକାଲି ରାତି ୧୧ଟାରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଜନିତ ସମସ୍ୟା ପାଇଁ ଗତ ୧୪ ତାରିଖରୁ ଚିକିତ୍ସିତ ହେଉଥିଲେ । ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଥିଲେ ନିରଞ୍ଜନ ରଥ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login