The Ultimate Managed Hosting Platform
ADVERTISEMENT

ପରଲୋକରେ ମହେଶ ବାବୁଙ୍କ ପିତା

Facebook
Twitter
LinkedIn

ଚଳିତ ବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରିରୁ କ୍ରମାଗତ ଦୁଃଖଦ ଖବର ସାମ୍ନାକୁ ଆସୁଛି। ନିକଟରେ ଲୋକପ୍ରିୟ ସାଉଥ ଅଭିନେତା ମହେଶ ବାବୁଙ୍କ ମାଆଙ୍କ ମୃତ୍ୟୁ ହୋଇଥିଲା । ଏହି ସମୟରେ ଅଭିନେତାଙ୍କ ପିତା କୃଷ୍ଣ ଘାଟାମଣିଙ୍କ ଦେହାନ୍ତ ହୋଇଛି। ହାଇଦ୍ରାବାଦର ଏକ ଘରୋଇ ମେଡିକାଲରେ ସକାଳ ୪ଟା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସୂଚନା ମୁତାବକ, ସୋମବାର ଦିନ ହାର୍ଟ ଆଟାକ୍ ଆସିବା କାରଣରୁ କୃଷ୍ଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସ୍ଵାସ୍ଥ୍ୟାବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ସିଫ୍ଟ କରାଯାଇ ଭେଣ୍ଟିଲେଟରରେ ରଖାଯାଇଥିଲା ।

କୃଷ୍ଣଙ୍କ ଦେହାନ୍ତରେ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ଏବଂ ଆନ୍ଧ୍ରପ୍ରଦେଶର ସିଏମ ଜଗନ ମୋହନ ରେଡ୍ଡୀ ଶୋକପ୍ରକାଶ କରିବ ସହ ସମବେଦନା ଜଣାଇଛନ୍ତି । ମହେଶ ସୋସିଆଲ ମିଡିଆରେ ଫ୍ୟାନ୍ସ ଓ ସେଲିବ୍ରିଟମାନେ ଶ୍ରଦ୍ଧାଞ୍ଜଳୀ ଦେଉଥିବା ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login