The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପରଲୋକରେ ଲୋକପ୍ରିୟ ମାଲୟାଲମ ଅଭିନେତା ମେଘନାଥନ

Facebook
Twitter
LinkedIn

ନୂଆଦିଲ୍ଲୀ : ଜାତୀୟ ପୁରସ୍କାର ବିଜେତା ସ୍ୱର୍ଗତ ଅଭିନେତା ବାଲନ୍ କେ. ନାୟରଙ୍କ ପୁଅ ତଥା ବରିଷ୍ଠ ମଲୟାଲମ ଅଭିନେତା ମେଘନାଥନଙ୍କ ଦେହାନ୍ତ ହୋଇଛି । ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା । ଫଉସଫଉସ ରୋଗରେ ପୀଡିତ ହୋଇ ମେଘନାଥନ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ତାଙ୍କର ପେସାଦାର ଜୀବନରେ ସେ ଅସ୍ତ୍ରମ ଫିଲ୍ମରୁ ନିଜ କ୍ୟାରିୟର ଆରମ୍ଭ କରିଥିଲେ । ଜମେ ଖଳନାୟକ ଭାବରେ ସେ ଖୁବ ପରିଚିତ ଥିଲେ । ତାମିଲ ଓ ମାଲୟାଲମ ଭାଷାରେ ସେ ୬୦ ଟି ଚଳଚ୍ଚିତ୍ରରେ କାମ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login