The Ultimate Managed Hosting Platform
ADVERTISEMENT

ପହେଲଗାମ ଆକ୍ରମଣକୁ ନେଇ ସୁଲତାଙ୍କ ବିବାଦୀୟ ମନ୍ତବ୍ୟ

Facebook
Twitter
LinkedIn

ଭୁବନେଶ୍ୱର : ପହେଲଗାମ ଆକ୍ରମଣକୁ ନେଇ ସାଂସଦ ସୁଲତା ଦେଓଙ୍କ ବିବାଦୀୟ ମନ୍ତବ୍ୟ । ଯେତିକି ସମୟରେ ଲୋକ ମଲେ ସେତିକିରେ ଧର୍ମ ପଚାରି ହେବନି କହିଲେ । ଏହା କେବଳ ଅନୁମାନ ଲଗାଇ ପରିବାର କହିଥାଇ ପାରନ୍ତି । କୈାଣସି ଆତଙ୍କବାଦୀ କେବେ ଧର୍ମ, ଜାତି ସହ ବନ୍ଧା ନୁହେଁ । ଏପଟେ ସାଂସଦ ସୁଲତାଙ୍କ ବିବାଦୀୟ ମନ୍ତବ୍ୟ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି । ଏହି ଘଟଣା ନେଇ ବିଜେଡି ବରିଷ୍ଠ ନେତା ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ଯେଉଁମାନେ ଉପହାସ କରୁଛନ୍ତି ସେମାନେ ନିଜେ ଉପହାସ ଯୋଗ୍ୟ । ତାଙ୍କୁ ଲୋକମାନେ ଉପହାସ କରିବା କଥା । ଦୁଃଖର କଥା ଜଣଙ୍କର ଦୁଃଖ ବେଳେ ଆଦୌ ଉପହାସ କରିବା ଉଚିତ ନୁହେଁ । ଆମ ସଂସ୍କୃତି ଆମକୁ ଏହା ଶିକ୍ଷା ଦେଇନି ବୋଲି ଦେବୀ ମିଶ୍ର କହିଥିବା ବେଳେ ଏହିଭଳି କଥା ଆଦୌ ଶୋଭନୀୟ ନୁହେଁ ବୋଲି କହିବା ସହ ନିନ୍ଦା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login