ରାଜସ୍ଥାନ : ରାଜସ୍ଥାନର ବିକାନେରରେ ପାକିସ୍ତାନକୁ ପ୍ରଧାନମନ୍ତ୍ରୀଙ୍କ ନିଶାନା । ପହଲଗାମ ଆତଙ୍କୀ ହମଲାକୁ ନେଇ ନିଶାନା କଲେ । ଏପ୍ରିର ୨୨ର ଜବାବ ମାତ୍ର ୨୨ ମିନିଟରେ ଦେଲୁ । ସିନ୍ଦୂର ଯେତେବେଳେ ବାରୁଦ ହୁଏ ପରିଣାମ କଣ ହୁଏ ବିଶ୍ୱ ଦେଖିଲା । ୯ଟି ଆତଙ୍କୀ ଆଡ୍ଡାକୁ ଆମ ସେନା ମାଟିରେ ମିଶାଇଲା । ଯେଉଁମାନେ ସିନ୍ଦୂର ଲିଭାଇବାକୁ ଆସିଥିଲେ, ସେମାନେ ମାଟିରେ ମିଶିଲେ । ୩ ସେନାର ଚକ୍ରବ୍ୟୁହରେ ଫସିଲେ , ବାହାରି ପାରିଲେନି ।ଯେଉଁ ଅସ୍ତ୍ରକୁ ନେଇ ପାକିସ୍ତାନ ଗର୍ବ କରୁଥିଲା ତାହା କାମ ଦେଲାନି । ଇେ ହେଉଛି ନୂଆ ଭାରତ , ଏହା ହେଉଛି ଆମର ଶକ୍ତି । ଅପରେସନ ସିନ୍ଦୂର ଆମକୁ ୩ଟି ସୂତ୍ର ଦେଖାଇଛି ।
୧- ଆତଙ୍କୀ ହମଲା ହେଲେ କଡା ଜବାବ ଦିଆଯିବ । ସେନାବାହିନୀ କଣ କରାଯିବ ତାହାର ନିଷ୍ପତ୍ତି ନେବ ।
୨- ପରମାଣୁ ବୋମାର ବ୍ଲାକମେଲିଂକୁ ଖାତିର କରିବୁ ନାହିଁ ।
୩- ଆତଙ୍କବାଦୀ କାର୍ଯ୍ୟ ଓ ଏହାର ସମର୍ଥକଙ୍କୁ ଅଲଗା ଦେଖିବୁ ନାହିଁ
ଆଗକୁ ଆତଙ୍କୀ କାର୍ଯ୍ୟ ଆହୁରି ଅଧିକ ମୂଲ୍ୟ ଦେବାକୁ ପଡିବ ।ଯଦି ପାକିସ୍ତାନ ସହ କଥା ହେବୁ ତା ହେଲେ ପିଓକେକୁ ନେଇ । ଭାରତୀୟ୍ରଙ୍କ ରକ୍ତରେ ହୋଲି ଖେଳିଲେ ପାକିସ୍ତାନକୁ ମହଙ୍ଗା ପଡିବ । ପାକିସ୍ତାନକୁ ପାଣି ଦିଆଯାଇପାରିବ ନାହିଁ । ଏହା ଭାରତର ପ୍ରତିଜ୍ଞା, ବିଶ୍ୱର କୈାଣସି ଶକ୍ତି ବଦଳାଇ ପାରିବ ନାହିଁ ।
ପାକିସ୍ତାନକୁ ପ୍ରଧାନମନ୍ତ୍ରୀଙ୍କ ନିଶାନା, ସିନ୍ଦୂର ଯେତେବେଳେ ବାରୁଦ ହୁଏ…..
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











