ନୂଆଦିଲ୍ଲୀ : ପାକିସ୍ତାନକୁ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଚେତାବନୀ । ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କଡା ବାର୍ତ୍ତା ଦେଲେ । ଅପରେସନ ସିନ୍ଦୂର ଏକ ଟ୍ରେରଲ ଥିଲା , ପୂରା ଫିଲ୍ମ ବାକି ଅଛି । ୮୮ ଘଣ୍ଟାର ଅପରେସନ ସିନ୍ଦୂର କେବଳ ଟ୍ରେଲର ଥିଲା । ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ , କଡା ଜବାବ ଦେବୁ । ଭାରତୀୟ ସେନା ଯେକୈାଣସି ପରିସ୍ଥିତିର ମୁକାବିଲା ପାଇଁ ପୂରା ପ୍ରସ୍ତୁତ । ଯଦି ପାକିସ୍ତାନ ସୁଯୋଗ ଦିଏ , କିପରି ପଡୋଶୀଙ୍କୁ ବ୍ୟବହାର କରାଯାଏ ଶିକ୍ଷା ଦେବୁ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ କଶ୍ମୀରରେ ଆତଙ୍କବାଦ ଯଥେଷ୍ଟ ହ୍ରାସ ପାଇଛି । ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ୬୧ପ୍ରତିଶତ ପାକିସ୍ତାନୀ ଥିଲେ । ଶତ୍ରୁ ପାକିସ୍ତାନ ହେଉ କିମ୍ବା ଏହାର ସମର୍ଥିତ ଆତଙ୍କବାଦୀ, ପ୍ରତ୍ୟେକ ବିପଦର ଉପଯୁକ୍ତ ଜବାବ ଦେବାର କ୍ଷମତା ସେନାର ଅଛି ।
ଜମ୍ମୁ ଏବଂ କାଶ୍ମୀରର ପରିସ୍ଥିତି ଦ୍ରୁତ ଗତିରେ ବଦଳୁଛି, ଏବଂ ଆଜିର ଯୁବପିଢ଼ି ଭାରତ ସହିତ ଏକ ଭବିଷ୍ୟତ ଦେଖୁଛନ୍ତି ବୋଲି ଦ୍ୱିବେଦୀ କହିଛନ୍ତି । ଅପରେସନ୍ ସିନ୍ଦୂର ବିଷୟରେ ଉଲ୍ଲେଖ କରି ଜେନେରାଲ୍ ଦ୍ୱିବେଦୀ କହିଥିଲେ, “ଏହା କେବଳ ଏକ ଟ୍ରେଲର ଥିଲା । ଆବଶ୍ୟକ ହେଲେ, ପାକିସ୍ତାନକୁ ଶିଖାଯିବ ଯେ, ଏକ ଦାୟିତ୍ୱବାନ ଦେଶ ତା’ର ପଡ଼ୋଶୀ ସହିତ କିପରି ବ୍ୟବହାର କରେ ।” ଭାରତ କୌଣସି ପ୍ରକାରର ପରମାଣୁ ବୋମାକୁ ନେଇ ଭୟ କରିବ ନାହିଁ ।
ପାକିସ୍ତାନକୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ ; ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ , କଡା ଜବାବ ଦେବୁ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







