The Ultimate Managed Hosting Platform
ADVERTISEMENT

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦ ଜଣ ଯବାନ ଗୁରୁତର । ୨୦ରୁ ଅଧିକ ଲୋକ ଆହତ । ସେନା ଗାଡିକୁ ଟାର୍ଗେଟ କରି ଧକ୍କା ଦେଲା ବିସ୍ଫୋରକ ଭର୍ତ୍ତି ଗାଡି । ବିସ୍ଫୋରଣରେ ଉଡିଲା ଘରର ଛାତ , ଆହତ ମଧ୍ୟରେ ଅନେକ ଶିଶୁ । ଜଣେ ପୁଲିସ ଅଧିକାରୀଙ୍କ ଅନୁଯାୟୀ, ବିସ୍ଫୋରଣ ଯୋଗୁ ଦୁଇଟି ଘରର ଛାତ ଭୁଶୁଡ଼ି ପଡ଼ିଛି ଏବଂ ଛଅ ଜଣ ପିଲା ଆହତ ହୋଇଛନ୍ତି। ଏପର୍ୟ୍ୟନ୍ତ କୌଣସି ସଂଗଠନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ ହୋଇନାହାନ୍ତି। ଏହି ଅଞ୍ଚଳକୁ ପାକିସ୍ତାନର ସବୁଠାରୁ ଅଶାନ୍ତ ଅଞ୍ଚଳ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଛି। ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ସାମ୍ପ୍ରତିକ ସମୟରେ ବୃଦ୍ଧି ପାଇଛି। ବିଶେଷକରି ଖାଇବର ପଖତୁନଖ୍ୱା ଏବଂ ବେଲୁଚିସ୍ତାନ ପ୍ରଦେଶରେ ଏଭଳି ଘଟଣା ଘଟିବାରେ ଲାଗିଛି। ଏହି ଘଟଣାଗୁଡ଼ିକ ମଧ୍ୟରେ, ଆଉ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ପାକିସ୍ତାନ ପାଇଁ ଚିନ୍ତାର ବିଷୟ ପାଲଟିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login