The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପାକିସ୍ତାନର ପଞ୍ଜାବ ପ୍ରାନ୍ତରେ ବୋମା ବିସ୍ଫୋରଣ, ୬ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ପାକିସ୍ତାନର ପଞ୍ଜାବ ସ୍ଥିତ କୋଟ୍ ଅଡ୍ଡୁ ଜିଲ୍ଲାର ଦୟାଦିନ ଅଞ୍ଚଳରେ ବୋମା ବିସ୍ଫୋରଣ । ଏହି ବିସ୍ଫୋରଣରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ ମୁଜଫରଗଢ ଜିଲ୍ଲା ପୋଲିସ ଅଧିକାରୀ ସୈୟକ ହସନେନ ହାଇଦର ଘଟଣା ବିଷୟରେ କହିଛନ୍ତି, ବୋମା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ସମସ୍ତେ ଗୋଟିଏ ପରିବାରର । ସେମାନେ କାବଡି ଜିନିଷ ବିକ୍ରି କରି ଜୀବନଯାପନ କରୁଥିଲେ । କବାଡି ଜିନିଷ ହଟାଉଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login