The Ultimate Managed Hosting Platform
ADVERTISEMENT

ପାକ ଗୁପ୍ତଚର ଜ୍ୟୋତିଙ୍କ ସହ ଲିଙ୍କ ପରେ ଚାଲିଛି ତନାଘନା

Facebook
Twitter
LinkedIn

ଭୁବନେଶ୍ୱର : ପାକ ଗୁପ୍ତଚର ଜ୍ୟୋତିଙ୍କ ସହ ଲିଙ୍କ ପରେ ଓଡିଶାରେ ହାଇ ଆଲର୍ଟ । ବଢୁଛି ପୁରୀ ୟୁଟ୍ୟୁବର ପ୍ରିୟଙ୍କା ସେନାପତିଙ୍କ ଅଡୁଆ । ପୁରୀ ନୌସେନା ଦିବସରେ ଯୋଗ ଦେଇଥିଲେ ପ୍ରିୟଙ୍କା । ୨୦୨୪ ମସିହା ଡିସେମ୍ବର ୪ରେ ପୁରୀରେ ନୌସେନା ଦିବସ ପାଳନ ହୋଇଥିଲା । ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାକ ଗୁପ୍ତଚର ଜ୍ୟୋତି ମାଲହୋତ୍ରାଙ୍କ ସହ ପ୍ରିୟଙ୍କା ଲିଙ୍କ ପରେ ତନାଘନା ଚାଲିଛି । ବଢ଼ୁଛି ପ୍ରିୟଙ୍କା ସେନାପତିଙ୍କ ଗିରଫ ସମ୍ଭାବନା । ପୁରୀର ୟୁଟ୍ୟୁବର ପ୍ରିୟଙ୍କାଙ୍କ ସହ ଜ୍ୟୋତିଙ୍କ ଲିଙ୍କ୍ ନେଇ ତନାଘନା କରୁଛି ପୁରୀ ପୁଲିସ । ଦୁଇଦିନ ହେଲା ପ୍ରିୟଙ୍କା ଓ ତାଙ୍କ ପରିବାରକୁ ପଚରାଉଚରା ଚାଲିଛି । ପ୍ରିୟଙ୍କାଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରୁଛି ତଦନ୍ତକାରୀ ସଂସ୍ଥା । ପାକିସ୍ତାନ ଗୁପ୍ତଚର ଜ୍ୟୋତିଙ୍କ ଗିରଫ ପରେ ତଦନ୍ତ ପାଇଁ ପୁରୀ ଆସିପାରେ ଏନଆଇଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login